May 11, 2025

Month: October 2020

ଗଞ୍ଜାମ– ଆଗାମୀ ତିନି ଦିନ ପାଇଁ ଅର୍ଥାତ୍ ୧୯, ୨୦, ୨୧ ତାରିଖ ଜିଲ୍ଲାରେ ସମ୍ଭାବ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରେ...
ବାରିପଦା-ଅକ୍ଟୋବର ୧୯ରେ ମୟୂରଭଞ୍ଜ ଜିଲ୍ଲାରୁ ୧୦୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଏବଂ ଆକ୍ରାନ୍ତମାନଙ୍କ ସଂଖ୍ୟା ୧୦ ହଜାର ୩୫୯ରେ ପହଁଞ୍ଚିଛି...
ଭୁୁବନେଶ୍ୱର, ନବରଙ୍ଗପୁର– ନବରଙ୍ଗପୁର ଜିଲ୍ଲାରେ ଚନ୍ଦାହାଣ୍ଡି ଘାଟିରେ ଏକ ଓଟୋ ଓଲଟି ଯିବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଉର୍ଧ...
ଭୁବନେଶ୍ୱର– ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲା ଗୁରାଣ୍ଡିସ୍ଥିତ ମୀନକେତନ ମହାବିଦ୍ୟାଳୟରେ ଅଧ୍ୟାପ ଜି. ନାଗେଶ୍ୱର ରାଓଙ୍କ ପାରଳାଖେମୁଣ୍ଡି ସ୍ଥିତ...
ଭୁବନେଶ୍ୱର– ରାଜ୍ୟରେ ଗୋଟିଏ ଦିନରେ ୧୯୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୦୩୪୬...
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ...
ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କରୋନା ସ୍ଥିତି ଭୁବନେଶ୍ୱର–ଆଜି ଖୋର୍ଧା ଜିଲ୍ଲାରେ ୩୦୦ ଟି ନୂଆ କରୋନା ମାମଲା ସାମନାକୁ ଆସିବା ପରେ ଜିଲ୍ଲାରେ...
error

Enjoy this blog? Please spread the word :)

Follow by Email
Instagram
Telegram