ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୪ ଗିରଫ, ୪୩୫ ବାହନ ଜବତ desk April 4, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୪ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୪୩୫ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୭,୨୧,୮୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଗୋଟିଏ ଦିନରେ ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୭୭୨Next: ବିଦ୍ୟୁତ ବିଭାଗର ଲୁଚକାଳି ଖେଳ ; ଅସହ୍ୟ ହେଉଛି ଗରମ ଓ ଗୁଳୁଗୁଳି Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ବିଶ୍ୱ ମାତୃଦିବସରେ ସମସ୍ତ ମାଆମାନଙ୍କୁ ଶୁଭେଚ୍ଛା ଜଣାଇଲେ ସୂର୍ଯ୍ୟବଂଶୀ ସୂରଜ ଓଡିଶା ବିଶ୍ୱ ମାତୃଦିବସରେ ସମସ୍ତ ମାଆମାନଙ୍କୁ ଶୁଭେଚ୍ଛା ଜଣାଇଲେ ସୂର୍ଯ୍ୟବଂଶୀ ସୂରଜ May 11, 2025 ସିଭିଲ ଡିଫେନ୍ସ ସଙ୍ଗଠନରେ ସ୍ବେଚ୍ଛାସେବୀ ଭାବେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ ଓଡିଶା ସିଭିଲ ଡିଫେନ୍ସ ସଙ୍ଗଠନରେ ସ୍ବେଚ୍ଛାସେବୀ ଭାବେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ May 11, 2025 ପ୍ରଯୁକ୍ତିବିଦ୍ୟାର ବ୍ୟବହାର କରି ବିକଶିତ ଓଡ଼ିଶା ଗଠନ କରିବାକୁ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଆହ୍ୱାନ ଓଡିଶା ପ୍ରଯୁକ୍ତିବିଦ୍ୟାର ବ୍ୟବହାର କରି ବିକଶିତ ଓଡ଼ିଶା ଗଠନ କରିବାକୁ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଆହ୍ୱାନ May 11, 2025