ରାଷ୍ଟ୍ରୀୟ ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୩୯,୩୫୭ ନମୂନାର ପରୀକ୍ଷଣ desk April 21, 2021 ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୩୯,୩୫୭ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୭,୧୦,୫୩,୩୯୨ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୯୫,୦୪୧ ନୂଆ ମାମଲା ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୯୫,୦୪୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨,୦୨୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା : ୧,୫୬,୧୬,୧୩୦ ପହଂଚିଛି । Tags: Corona Continue Reading Previous: କେରଳରେ ଗତ ୨୪ ଘଂଟାରେ ୧୩,୬୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ Next: କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୧୪,୮୩୫ ନୂଆ ମାମଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଝାରଖଣ୍ଡରେ ଟ୍ରାଇବାଲ୍ ଆଡଭାଇଜରୀ କାଉନସିଲ ବୈଠକକୁ ବହିଷ୍କାର କଲା ବିଜେପି 1 min read ରାଷ୍ଟ୍ରୀୟ ଝାରଖଣ୍ଡରେ ଟ୍ରାଇବାଲ୍ ଆଡଭାଇଜରୀ କାଉନସିଲ ବୈଠକକୁ ବହିଷ୍କାର କଲା ବିଜେପି May 20, 2025 ଆଇବି ମୁଖ୍ୟ ତପନ କୁମାର ଡେକାଙ୍କ କାର୍ଯ୍ୟକାଳ ଏକ ବର୍ଷ ବୃଦ୍ଧି ରାଷ୍ଟ୍ରୀୟ ଆଇବି ମୁଖ୍ୟ ତପନ କୁମାର ଡେକାଙ୍କ କାର୍ଯ୍ୟକାଳ ଏକ ବର୍ଷ ବୃଦ୍ଧି May 20, 2025 ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କୁ ସମ୍ମାନ ଓ ସମ୍ପୂର୍ଣ୍ଣ ପେନସନ୍ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରାଷ୍ଟ୍ରୀୟ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କୁ ସମ୍ମାନ ଓ ସମ୍ପୂର୍ଣ୍ଣ ପେନସନ୍ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ May 19, 2025