January 1, 2026

desk

ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ  ଓ ବିଶ୍ୱର ସମସାମୟିକ ଖବର ସହିତ  ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ  କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।  HEMANT KUMAR TIWARI MANAGING EDITOR CUM CEO
ଭୁବନେଶ୍ୱର, ମାର୍ଚ୍ଚ ୨୨ ତାରିଖକୁ ସାରା ବିଶ୍ୱ ଜଳ ଦିିବସ ରୂପେ ପାଳନ କରୁଛି । ସମ୍ପ୍ରତି ସାରା ବିଶ୍ୱ ଦିନକୁ ଦିନ...
କଟକ, କଟକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ୨୪ରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଶିକ୍ଷାନୁଷ୍ଠାନ ଗୁଡିକରେ କୋଭିଡ଼୍ ଟେଷ୍ଟ କରାଯିବାକୁ ନିଷ୍ପତି...
ବାରିପଦା, ପୌରପରିଷଦ ପକ୍ଷରୁ ପ୍ରତିଷ୍ଠା କରାଯାଇଥିବା ଏହି ବିଶିଷ୍ଟ ବ୍ୟକ୍ତିମାନଙ୍କର ସମସ୍ତ ପ୍ରତିମୂର୍ତି ସୁରକ୍ଷିତ ଅବସ୍ଥାରେ ରହିଥିବା ସମୟରେ ବିଶିଷ୍ଟ କ୍ରୀଡ଼ାବିତ ବ୍ରଜ...
ବାରିପଦା,  ଓଡ଼ିଶାରୁ ଆଜି ଚିହ୍ନଟ ହୋଇଥିବା ୯୮ କରୋନା ପଜିଟିଭ୍ କେଶ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ କରୋନା ଆକ୍ରାନ୍ତ ରହିଛନ୍ତି...
ଚଣ୍ଡିଗଡ ,ପଂଜାବ  ଗତ ୨୪ ଘଂଟାରେ ୨୫୮୭    ନୂଆ କରୋନାର ମାମଲା ସାମନାକୁ ଆସିଛି ।    ଏହି ସମୟ ମଧ୍ୟରେ...
 ବେଙ୍ଗାଲୁରୁ ,  କର୍ଣାଟକରେ  ଗତ ୨୪ ଘଂଟାରେ  ୧,୭୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭ ...
ନୂଆଦିଲ୍ଲୀ,ରତ୍ନଗିରୀ ଜିଲ୍ଲାର ଏକ  କାରଖାନାରେ ବିସ୍ଫୋରଣ ଘଟିବା ଯୋଗୁଁ ଏଥିରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ...
ନୂଆଦିଲ୍ଲୀ, କୋଭିଡ-୧୯ ମୁକାବିଲାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି । ମୋଟ ଟିକାକରଣ ୪ କୋଟିକୁ ଅତିକ୍ରମ କରିଯାଇଛି ।ଆଜି ସକାଳ ୭ଟା ସୁଦ୍ଧା ମୋଟ ୬,୮୬,୪୬୯ ସେସନରେ ୪,୨୦,୬୩,୩୯୨ ଜଣଙ୍କ ଟିକାକରଣ ହୋଇଛି ।ଏହା ମଧ୍ୟରେ ଅଛି, ୭୭,୦୬,୮୩୯ ଏଚସିଡବ୍ଲୁ (ପ୍ରଥମ ଡୋଜ୍),୪୮,୦୪,୨୮୫ ଏଚସିଡବ୍ଲୁ (ଦ୍ୱିତୀୟ ଡୋଜ୍), ୭୯,୫୭,୬୦୬ ଏଫଏଲଡବ୍ଲୁ (ପ୍ରଥମ ଡୋଜ୍), ୨୪,୧୭,୦୭୭ ଏଫଏଲଡବ୍ଲୁ (ଦ୍ୱିତୀୟ ଡୋଜ୍), ୪୫ ବର୍ଷରୁ ଅଧିକ ବୟସର ଦୁରାରୋଗ୍ୟରେ ଆକ୍ରାନ୍ତ ୩୨,୨୩,୬୧୨ ଜଣ ହିତାଧିକାରୀ ଏବଂ ୬୦ ବର୍ଷରୁ ଅଧିକ ବୟସର ୧,୫୯,୫୩,୯୭୩ ଜଣ ହିତାଧିକାରୀଙ୍କ ଟିକାକରଣ ।
ନୂଆଦିଲ୍ଲୀ, ଭାରତ ଗସ୍ତରେ ଥିବା ଆମେରିକାର ପ୍ରତିରକ୍ଷା ସଚିବ ଲୟେଡ ଜେମ୍ସ ଅଷ୍ଟିନ ତୃତୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ସଚିବ ଅଷ୍ଟିନ ରାଷ୍ଟ୍ରପତି ବାଇଡେନଙ୍କ ଶୁଭେଚ୍ଛା...
error

Enjoy this blog? Please spread the word :)

Follow by Email
Instagram
Telegram