ନୂଆଦିଲ୍ଲୀ, ଭାରତ ଏବଂ ପାକିସ୍ତାନ ମିଲିଟାରୀ ଅପରେସନ୍ସର ମହାନିର୍ଦ୍ଦେଶକମାନେ ହଟଲାଇନ ଯୋଗାଯୋଗର ଯାନ୍ତ୍ରିକ ଦିଗ ଉପରେ ଆଲୋଚନା କରିଥିଲେ । ଏକ ମୁକ୍ତ, ଏବଂ ବନ୍ଧୁତ୍ବପୂର୍ଣ୍ଣ ବାତାବରଣରେ ନିୟନ୍ତ୍ରଣ ରେଖା ଏବଂ ଅନ୍ୟ ସମସ୍ତ କ୍ଷେତ୍ରୀୟ ସ୍ଥିତିକୁ ଉଭୟ ପକ୍ଷ ସମୀକ୍ଷା କରିଥିଲେ ।ସୀମାରେ ନିରନ୍ତର ଶାନ୍ତି ବଜାୟ ରଖିବା ଦିଗରେ ଦୁଇ ମିଲିଟାରୀ ଅପରେସନ୍ସର ମହାନିର୍ଦ୍ଦେଶକ ପରସ୍ପରର ମୂଳ ପ୍ରସଙ୍ଗ ଏବଂ ଚିନ୍ତାଧାରାକୁ ସମାଧାନ କରିବା ଲାଗି ସହମତ ହୋଇଥିଲେ । ସମସ୍ତ କ୍ଷେତ୍ରରେ ହୋଇଥିବା ଚୁକ୍ତିନାମା, ବୁଝାମଣା ଏବଂ ନିୟନ୍ତ୍ରଣ ରେଖାରେ ଗୁଳି ଚାଳନା ବନ୍ଦ କରିବା ଇତ୍ୟାଦିକୁ 24/25 ଫେବୃଆରୀ 2021 ମଧ୍ୟରାତ୍ରିରୁ ଦୃଢତାର ସହିତ ପାଳନ କରିବା ପାଇଁ ଉଭୟ ପକ୍ଷ ସହମତ ହୋଇଥିଲେ ।କୌଣସି ଅପ୍ରୀତିକର ପରିସ୍ଥିତି କିମ୍ବା ଭୁଲ ବୁଝାମଣାର ସମାଧାନ ନିମନ୍ତେ ହଟଲାଇନ ଯୋଗାଯୋଗ ପାଇଁ ବର୍ତ୍ତମାନ ଥିବା କୌଶଳ ଏବଂ ବର୍ଡର ଫ୍ଲାଗ ବୈଠକ ବ୍ୟବହାର କରାଯିବ ବୋଲି ଉଭୟ ପକ୍ଷ ଦୋହରାଇଥିଲେ ।
desk
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO
ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା କାଲି ପୂର୍ବାହ୍ନ 11ଟା ସମୟରେ ଭିଡିଓ କନଫରେନ୍ସ ମାଧ୍ୟମରେ ତାମିଲନାଡ଼ୁସ୍ଥିତ ଡ. ଏମ.ଜି.ଆର. ମେଡିକାଲ କଲେଜର 33ତମ ସମାବର୍ତ୍ତନ ସମାରୋହକୁ...
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୮,୮୦୭ ୭ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮୦...
ଶିବରାମ ଚୌଧୁରୀ,ବେଲଗୁଣ୍ଠା ଅଙ୍ଗଦାନ ଏକ ମହତ ଦାନ I ସାଂପ୍ରତିକ ସ୍ଥିତିରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ହେଉ କିମ୍ବା ମେଡିକାଲ୍ ଛାତ୍ରଛାତ୍ରୀଙ୍କ ପାଠ ପଢା...
ବେଲଗୁଣ୍ଠା , କିଛି ଦିନର ନୀରବତା ପରେ ପୁଣି ଥରେ ପୋଲିସ୍ ହାତରେ ଧରା ପଡିଛନ୍ତି ଅମାନିଆ ଜୁଆଡ଼ି I ଆଜି ଅପରାହ୍ଣ...
ଶିବରାମ ଚୌଧୁରୀ,ବେଲଗୁଣ୍ଠା ବେଲଗୁଣ୍ଠା ନିକଟସ୍ଥ ଡିମ୍ବିରିପଲ୍ଲୀ ଛକରେ ମାଆ ଡୁମାଣି କ୍ଲବ୍ ତରଫରୁ କନ୍ଧମାଳ, ଗଜପତି ଏବଂ ଗଞ୍ଜାମ ଜିଲ୍ଲାର ବଛା ବଛା...
ଭୁବନେଶ୍ୱର, ଆଜି ୟୁନିଟ୍-୩ ଇଡ୍କୋ ପ୍ରଦର୍ଶନୀ ପଡ଼ିଆ ଠାରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଆୟୋଜନ କରାଯିବ । ଏହାକୁ ହସ୍ତତନ୍ତ, ବୟନ ଓ...
ଭୁବନେଶ୍ୱର, ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧି ପ୍ରତିବାଦରେ ଆସନ୍ତା କାଲି (ବୁଧବାର)ଠାରୁ ଯୁବ କଂଗ୍ରେସ ପକ୍ଷରୁ ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପରେ...
ମାଲକାନଗିରି,ମାଲକାନଗିରି ଜିଲ୍ଳାରେ ଆଜି ପୁଣି ଜଣେ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି!ଆକ୍ରାନ୍ତ ଜଣକ ମାଥିଲି ଅଞ୍ଚଳର...
ମାଲକାନଗିରି,ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟ ଦନ୍ତେବାଡ଼ା ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କ ନିକଟରେ ଗତ ୧୯ ଫେବୃଆରୀ ରେ ମାଓବାଦୀ ଙ୍କ...
