May 18, 2024

ରାଷ୍ଟ୍ରୀୟ

ନୂଆଦିଲ୍ଲୀ,ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ପାଇଛି । ମୋଟ କରୋନା ସକ୍ର୍ରିୟ ମାମଲା 2 ଲକ୍ଷ ତଳକୁ ଅର୍ଥାତ 1,97,201କୁ ଖସି ଆସିଛି । ଏହା ମୋଟ...
ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‍ ବୈଠକରେ ସୌରଶକ୍ତି କ୍ଷେତ୍ରରେ ସହଯୋଗ ପାଇଁ ଭାରତ ଓ ଉଜ୍‍ବେକିସ୍ତାନ ମଧ୍ୟରେ ବୁଝାମଣାପତ୍ର (ଏମ୍‍ଓୟୁ) ସ୍ୱାକ୍ଷର ହେବାର ସୂଚନା ଦିଆଯାଇଛି । କାର୍ଯ୍ୟର ମୁଖ୍ୟ କ୍ଷେତ୍ର ହେଉଛି ଜାତୀୟ ସୌର ଶକ୍ତି ପ୍ରତିଷ୍ଠାନ (ଏନ୍‍ଆଇଏସ୍‍ଇ), ଭାରତର ନୂତନ ଏବଂ ଅଣପାରମ୍ପରିକ ଶକ୍ତି ମନ୍ତ୍ରାଳୟ ଏବଂ ଉଜବେକିସ୍ତାନର ଆର୍ନ୍ତଜାତିକ ସୌର ଶକ୍ତି ପ୍ରତିଷ୍ଠାନ ମଧ୍ୟରେ ଗବେଷଣା / ପ୍ରଦର୍ଶନ/ ପାଇଲଟ ପ୍ରକଳ୍ପ ଗୁଡିକର ଚିହ୍ନଟ କରିବା । i.        ସୋଲାର ଫଟୋଭୋଲ୍‍ଟିକ୍‍ ii.       ମହଜୁଦ ଜ୍ଞାନକୌଶଳ iii.      ଜ୍ଞାକୌଶଳର ଆଦାନପ୍ରଦାନ ପାରସ୍ପରିକ ଚୁକ୍ତି ଆଧାରରେ, ଉଭୟ ପକ୍ଷ ଆର୍ନ୍ତଜାତୀୟ ସୌର ମେଣ୍ଟ (ଆଇଏସ୍‍ଏ) ସଦସ୍ୟ ଦେଶଗୁଡିକରେ ପାଇଲଟ ପ୍ରକଳ୍ପର କାର୍ଯ୍ୟକାରିତା ଓ ନିୟୋଜନ ପାଇଁ କାର୍ଯ୍ୟ କରିବେ ।
କୌଣସି ରାଜ୍ୟରେ ଏଇଏଫଆଇର ମାତ୍ରାଧିକ /ଗୁରୁତର ଘଟଣାର ଖବର ନାହିଁଦେ ନୂଆଦିଲ୍ଲୀ,  ଶବ୍ୟାପୀ ଚାଲିଥିବା କୋଭିଡ଼- 19 ଟିକାକରଣ କାର୍ଯ୍ୟକ୍ରମ ଆଜି କ୍ରମାଗତ ଭାବେ ଚତୁର୍ଥ...
ନୂଆଦିଲ୍ଲୀ, ଭାରତରେ ଉତ୍ପାଦିତ ହୋଇଥିବା କୋଭିଡ-୧୯ଟିକାକୁ ଗ୍ରହଣ କରିବା ପରେ ଭୁଟାନ  ନିଜର ପ୍ରତିକ୍ରିୟାରେ ଭୂଟାନ କହିଛି, ବିଶ୍ୱସ୍ତ ବନ୍ଧୁ ରାଷ୍ଟ୍ରରୁ ଉପହାର ସ୍ୱରୂପ...
ତିରୁବନନ୍ତପୁରମ ,  କେରଳରେ  ଗତ ୨୪ ଘଂଟାରେ  ୬,୮୧୫ ନୂଆ କରୋନା ସଂକ୍ରମଣର  ମାମଲା ସାମନାକୁ ଆସିଛି ।  ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ...
ପ୍ରବେଶ ପୂର୍ବରୁ ଥର୍ମାଲ ସ୍କ୍ରିନିଂ ଭୁବନେଶ୍ବର , ଆଜି ଠାରୁ ଭକ୍ତ ବିନା କୋଭିଡ଼୍ ରିପୋର୍ଟରେ ଶ୍ରୀମନ୍ଦିରକୁ ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିପାରିପାରିବେ...
ନୂଆଦିଲ୍ଲୀ – ଦେଶରେ ଗତ ୨୪ଘଂଟା  ମଧ୍ୟରେ  କୋବିଡ ପାଇଁ   ୭,୮୦୭୩୫ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ...
ନୂଆଦିଲ୍ଲୀ,ଜେଇଇ ଏବଂ ଏନ୍‍ଇଇଟି ସିଲାବସ୍‍ 2021 ବର୍ଷ ଅପରିବର୍ତ୍ତିତ ରହିବ ।  ତେବେ, ପୂର୍ବ ବର୍ଷ ତୁଳନାରେ ଚଳିତ ବର୍ଷ ଛାତ୍ରଛାତ୍ରୀମାନେ ଜେଇଇ ଏବଂ ଏନ୍‍ଇଇଟି ପରୀକ୍ଷାରେ ପ୍ରଶ୍ନର ଉତ୍ତର ଦେବାରେ ବିକଳ୍ପ ପାଇବେ । ଜେଇଇ ସିଲାବସ୍‍ (2021 ମେନ) ପୂର୍ବବର୍ଷ ଭଳି ସମାନ ରହିବ । କିନ୍ତୁ ଛାତ୍ରଛାତ୍ରୀମାନେ 90ଟି ପ୍ରଶ୍ନ (ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ ଓ ଗଣିତରେ 30 ଟି କରି) ମଧ୍ୟରୁ ଯେକୌଣସି 75ଟି ପ୍ରଶ୍ନ (ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ ଓ ଗଣିତରେ 25 ଟି କରି) ର ଉତ୍ତର ଦେବାର ସୁଯୋଗ ପାଇବେ । 2020 ରେ ଅନୁଷ୍ଠିତ ଜେଇଇ (ମୁଖ୍ୟ) ପରୀକ୍ଷାରେ ମୋଟ୍‍ 75ଟି ପ୍ରଶ୍ନ (ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ ଓ ଗଣିତରେ 25 ଟି କରି) ରହିଥିଲା ଏବଂ ଛାତ୍ରଛାତ୍ରୀମାନଙ୍କୁ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପଡ଼ିଥିଲା ।2021 ଏନ୍‍ଇଇଟି (ୟୁଜି) ପ୍ରଶ୍ନପତ୍ରର ପ୍ରକୃତ ନମୂନା ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ । କିନ୍ତୁ ଦେଶର କେତେକ ବୋର୍ଡର ସିଲାବସ ହ୍ରାସକୁ ଦୃଷ୍ଟିରେ ରଖି ଏନ୍‍ଇଇଟି (ୟୁଜି) 2021 ର ପ୍ରଶ୍ନପତ୍ରରେ ଜେଇଇ (ମୁଖ୍ୟ) ଭଳି ବ୍ୟବସ୍ଥା ରହିପାରେ ।
ନୂଆଦିଲ୍ଲୀ, ଆଇଆଇଟି, ଏସପିଏ ଏବଂ ଅନ୍ୟ ସିଏଫଟିଆଇଗୁଡ଼ିକରେ ନାମ ଲେଖା ପାଇଁ ଯୁଗ୍ମ ପ୍ରବେଶିକା ପରୀକ୍ଷା -ଜେଇଇ ମେନ ଦେଉଥିବା ଛାତ୍ରଛାତ୍ରୀଙ୍କ ଲାଗି ଦ୍ୱାଦଶ ଶ୍ରେଣୀରେ 75%ରୁ ଅଧିକ...
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୩୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦ ଜଣଙ୍କର...
error

Enjoy this blog? Please spread the word :)

Follow by Email
Instagram
Telegram