November 25, 2024

ରାଷ୍ଟ୍ରୀୟ

ନୂଆଦିଲ୍ଲୀ-ରକ୍ଷା ବନ୍ଧନ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ରକ୍ଷା ବନ୍ଧନ...
ଭୁବନେଶ୍ୱର– ରକ୍ଷା ବନ୍ଧନ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ସେ     ପବିତ୍ର ଗହ୍ମା ତଥା ରାକ୍ଷୀ...
ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ...
ଭୁବନେଶ୍ୱର – ଆଜି ଗଂଜାମ ଜିଲ୍ଲାରେ ୩୩୧ କରୋନା ମାମଲା ସାମନାକୁ ଆସିବା ପରେ ଏହି ଜିଲ୍ଲା କରୋନା ସଂକ୍ରମଣ ମାମଲାରେ ସବୁଠାରେ...
ଭୁବନେଶ୍ୱର– ରାଜ୍ୟରେ ଆଉ ୧୩୮୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୩୬୨୯୭ କୁ...
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ ୫୨୯୭୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହା ସହିତ କରୋନା ମାମଲା...
ନୂଆଦିଲ୍ଲୀ-କେନ୍ଦ୍ର ଖାଉଟି କଲ୍ୟାଣ, ଖାଦ୍ୟ ଓ ସାଧାରଣ ବଣ୍ଟନ ବ୍ୟାପାର ମନ୍ତ୍ରୀ ଶ୍ରୀ ରାମବିଳାସ ପାଶୱାନ ‘ଏକ ରାଷ୍ଟ୍ର ଏକ ରାସନ କାର୍ଡ଼’ ଯୋଜନାର ପ୍ରଗତି ସମୀକ୍ଷା କରିଛନ୍ତି । ଏହି କାର୍ଡ ବ୍ୟବସ୍ଥାକୁ ଦେଶର ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଧାର୍ଯ୍ୟ ସମୟ ସୀମା ମଧ୍ୟରେ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଚାଲିଥିବା ଉଦ୍ୟମ ବିଷୟରେ ମନ୍ତ୍ରୀ ଅନୁଧ୍ୟାନ କରିଛନ୍ତି । ଏହି ସମୀକ୍ଷା ଅନୁସାରେ ଆଉ ୩ଟି ରାଜ୍ୟ ମଣିପୁର, ନାଗାଲାଣ୍ଡ ଓ ଉତ୍ତରାଖଣ୍ଡ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ ଓ କଶ୍ମୀରରେ ଏହି ନୂଆ ବ୍ୟବସ୍ଥା ପ୍ରବର୍ତ୍ତିତ ହୋଇଥିବା ଜଣାପଡିଛି । ଏଥିପାଇଁ ଯେଉଁ ବୈଷୟିକ ଆବଶ୍ୟକତା ଓ ପ୍ରସ୍ତୁତି ଦରକାର ଥିଲା ତାହା ଏହି 4ଟି ରାଜ୍ୟ ଓ  କେନ୍ଦ୍ର ଶାସିତ ଅଞ୍ଚଳରେ କାର୍ଯ୍ୟକ୍ଷମ ହୋଇଛି । ଏହାକୁ ମିଶାଇ ଆଜି ଅର୍ଥାତ୍‌, 2020 ଅଗଷ୍ଟ ପହିଲା ସୁଦ୍ଧା ଦେଶର 24ଟି  ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏକ ରାଷ୍ଟ୍ର ଏକ ରାସନ କାର୍ଡ ବ୍ୟବସ୍ଥା ପ୍ରବର୍ତ୍ତନ କରାଯାଇଛି । ଯେଉଁସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏହି ବ୍ୟବସ୍ଥା ଲାଗୁ ହୋଇଛି ସେଗୁଡିକ ହେଲା- ଆନ୍ଧ୍ରପ୍ରଦେଶ, ବିହାର, ଦାଦ୍ରା ଓ ନଗର ହାବେଳି ଏବଂ ଦାମନ ଓ ଡିଉ, ଗୋଆ, ଗୁଜରାଟ, ହରିଆନା, ହିମାଚଳ ପ୍ରଦେଶ, ଜମ୍ମୁ ଓ କଶ୍ମୀର, ଝାଡ଼ଖଣ୍ଡ, କର୍ଣ୍ଣାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମିଜୋରାମ, ନାଗାଲାଣ୍ଡ, ଓଡ଼ିଶା, ପଞ୍ଜାବ, ରାଜସ୍ଥାନ, ସିକ୍କିମ, ତେଲଙ୍ଗାନା, ତ୍ରିପୁରା, ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡ । ଏଥିସହିତ ଜାତୀୟ ଖାଦ୍ୟ ନିରାପତ୍ତା ଆଇନ ଅନ୍ତର୍ଭୁକ୍ତ 80 ଶତାଂଶ ବା 65 କୋଟି ଲୋକ ଏବେ ଏହି ନୂଆ କାର୍ଡ ବ୍ୟବସ୍ଥାରେ ଏସବୁ ରାଜ୍ୟର ଯେକୌଣସି ସ୍ଥାନରେ ନିଜର ଖାଦଶସ୍ୟକୁ ସଂଗ୍ରହ କରିପାରିବେ । ଅବଶିଷ୍ଟ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏହି ଏକକ କାର୍ଡ ବ୍ୟବସ୍ଥା 2021 ମାର୍ଚ୍ଚ ସୁଦ୍ଧା ପ୍ରବର୍ତ୍ତନ କରିବାର ଲକ୍ଷ୍ୟ ରଖାଯାଇଛି । ଏକ ରାଷ୍ଟ୍ର ଏକ ରାସନ କାର୍ଡ ଯୋଜନା କେନ୍ଦ୍ରର ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରଣାଳୟର ଏକ ମହତ୍‌କାଂକ୍ଷୀ କାର୍ଯ୍ୟକ୍ରମ । ଏହା ମାଧ୍ୟମରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନର ଅନ୍ତର୍ଭୁକ୍ତ ଜନସାଧାରଣଙ୍କୁ ଦେଶର ଯେକୌଣସି ସ୍ଥାନରେ ପଡିକାର୍ଡ ମାଧ୍ୟମରେ ଖାଦ୍ୟଶସ୍ୟ ଯୋଗାଣ ନିଶ୍ଚିତ କରିବା ଏହାର ଲକ୍ଷ୍ୟ । 2013 ଖାଦ୍ୟ ସୁରକ୍ଷା ଆଇନ ବଳରେ ଯେଉଁମାନେ ମାଗଣା ଖାଦ୍ୟଶସ୍ୟ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ସେମାନେ ନିଜ ରାଜ୍ୟ ଛାଡି ଦେଶର ଯେକୌଣସି ରାଜ୍ୟରେ ରହିଲେ ମଧ୍ୟ ନିଜ କାର୍ଡ ମାଧ୍ୟମରେ ଏହିସବୁ ସାମଗ୍ରୀ ସଂଗ୍ରହ କରିପାରିବେ ।
ନୂଆଦିଲ୍ଲୀ-ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା (ପିଏଲଆଇ) ଯୋଗୁଁ ମୋବାଇଲ ଓ ଇଲେକ୍ଟ୍ରୋନିକ୍ସ ଯନ୍ତ୍ରାଂଶ ନିର୍ମାଣକାରୀ ସଂସ୍ଥାଗୁଡିକୁ ବିରାଟ ସଫଳତା ହାସଲ ହେବ ବୋଲି...
ନୂଆଦିଲ୍ଲୀ-ଭାରତରେ କୋଭିଡ୍ ସଂକ୍ରମିତଙ୍କ ମୃତ୍ୟୁହାର କ୍ରମଶଃ ହ୍ରାସ ପାଉଥିବାରୁ କରୋନା ଚିକିତ୍ସାରେ ବ୍ୟବହୃତ ହେଉଥିବା ଭେଣ୍ଟିଲେଟର ବିଦେଶକୁ ରପ୍ତାନୀ କରିବା ପାଇଁ କେନ୍ଦ୍ର...
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ  ରାଜ୍ୟରେ ପୁଣି୧୦ ଜଣ   କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।   ଏହା ଫଳରେ  ରାଜ୍ୟରେ କରୋନା...
error

Enjoy this blog? Please spread the word :)

Follow by Email
Instagram
Telegram