ନୂଆଦିଲ୍ଲୀ, ଭାରତ ଏବଂ ପାକିସ୍ତାନ ମିଲିଟାରୀ ଅପରେସନ୍ସର ମହାନିର୍ଦ୍ଦେଶକମାନେ ହଟଲାଇନ ଯୋଗାଯୋଗର ଯାନ୍ତ୍ରିକ ଦିଗ ଉପରେ ଆଲୋଚନା କରିଥିଲେ । ଏକ ମୁକ୍ତ, ଏବଂ ବନ୍ଧୁତ୍ବପୂର୍ଣ୍ଣ ବାତାବରଣରେ ନିୟନ୍ତ୍ରଣ ରେଖା ଏବଂ ଅନ୍ୟ ସମସ୍ତ କ୍ଷେତ୍ରୀୟ ସ୍ଥିତିକୁ ଉଭୟ ପକ୍ଷ ସମୀକ୍ଷା କରିଥିଲେ ।ସୀମାରେ ନିରନ୍ତର ଶାନ୍ତି ବଜାୟ ରଖିବା ଦିଗରେ ଦୁଇ ମିଲିଟାରୀ ଅପରେସନ୍ସର ମହାନିର୍ଦ୍ଦେଶକ ପରସ୍ପରର ମୂଳ ପ୍ରସଙ୍ଗ ଏବଂ ଚିନ୍ତାଧାରାକୁ ସମାଧାନ କରିବା ଲାଗି ସହମତ ହୋଇଥିଲେ । ସମସ୍ତ କ୍ଷେତ୍ରରେ ହୋଇଥିବା ଚୁକ୍ତିନାମା, ବୁଝାମଣା ଏବଂ ନିୟନ୍ତ୍ରଣ ରେଖାରେ ଗୁଳି ଚାଳନା ବନ୍ଦ କରିବା ଇତ୍ୟାଦିକୁ 24/25 ଫେବୃଆରୀ 2021 ମଧ୍ୟରାତ୍ରିରୁ ଦୃଢତାର ସହିତ ପାଳନ କରିବା ପାଇଁ ଉଭୟ ପକ୍ଷ ସହମତ ହୋଇଥିଲେ ।କୌଣସି ଅପ୍ରୀତିକର ପରିସ୍ଥିତି କିମ୍ବା ଭୁଲ ବୁଝାମଣାର ସମାଧାନ ନିମନ୍ତେ ହଟଲାଇନ ଯୋଗାଯୋଗ ପାଇଁ ବର୍ତ୍ତମାନ ଥିବା କୌଶଳ ଏବଂ ବର୍ଡର ଫ୍ଲାଗ ବୈଠକ ବ୍ୟବହାର କରାଯିବ ବୋଲି ଉଭୟ ପକ୍ଷ ଦୋହରାଇଥିଲେ ।
ରାଷ୍ଟ୍ରୀୟ
ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା କାଲି ପୂର୍ବାହ୍ନ 11ଟା ସମୟରେ ଭିଡିଓ କନଫରେନ୍ସ ମାଧ୍ୟମରେ ତାମିଲନାଡ଼ୁସ୍ଥିତ ଡ. ଏମ.ଜି.ଆର. ମେଡିକାଲ କଲେଜର 33ତମ ସମାବର୍ତ୍ତନ ସମାରୋହକୁ...
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୮,୮୦୭ ୭ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮୦...
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୭୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ...
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୪୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୦୨ ଜଣଙ୍କର...
ନୂଆଦିଲ୍ଲୀ,ପ୍ରତିରକ୍ଷା କ୍ଷେତ୍ରରେ ବଜେଟରେ ନିଆଯାଇଥିବା ପଦକ୍ଷେପ ଗୁଡିକୁ ପ୍ରଭାବୀ ଢ଼ଙ୍ଗରେ ତ୍ୱରାନ୍ୱିତ କରିବା ଉପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ...
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଇଆଇଟି ଖଡଗପୁରର ୬୬ ତମ ସମାବର୍ତନ ଉତ୍ସବକୁ ସମ୍ବୋଧିତ କରିବେ...
ଏହି ନୂତନ ରେଳ ଲାଇନଗୁଡ଼ିକ ଜୀବନକୁ ସହଜ କରିବ, ଶିଳ୍ପଗୁଡିକ ପାଇଁ ନୂତନ ରାସ୍ତା ଉପଲବ୍ଧ ହେବ: ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ...
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୪୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ...
ଭୁବନେଶ୍ୱର, ଆଜି ଖୋର୍ଦ୍ଧା ଜିଲ୍ଲା ଗମେଇସ୍ଥିତ ଆବାହନ ଫ୍ରୁଟ୍ ଆଣ୍ଡ ଭିଲେଜ୍ ପ୍ରୋସେସିଂ କ୍ଲଷ୍ଟର ସମେତ ଖଦୀ ଓ ଗ୍ରାମଦ୍ୟୋଗ ଆୟୋଗର ୫୨ଟି...
