November 12, 2026

ଓଡିଶା

ଭୁବନେଶ୍ୱର,  ବାଲେଶ୍ୱର ଜିଲ୍ଲାରେ ଏକ ପରିତ୍ୟକ୍ତ ପଥର ଖାଦାନ ରେ ବୁଡି ଶିଶୁ ମୃତ୍ୟୁ ଘଟିଛି । ଏହାକୁ ନେଇ ସ୍ଥାନୀୟ ଅଂଚଳରେ...
ନୂଆପଡ଼ା,ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ର ସଦସ୍ୟ ନୂଆପଡ଼ା ପହଞ୍ଚିଛନ୍ତି । ଟ୍ରିବ୍ୟୁନାଲ ସଦସ୍ୟ ମାନେ ନୂଆପଡ଼ା ଜିଲ୍ଲା ସଦର ବ୍ଲକ ସାଇପଲା...
ଭୁବନେଶ୍ୱର,ମୁଣ୍ଡଳି ବ୍ରିଜ୍ରୁ ଡେଇଁ ଛାତ୍ରୀ ମୃତ୍ୟୁ ଘଟଣାରେ ପୋଲିସ ତାଙ୍କର ପୁରୁଷ ବନ୍ଧୁଙ୍କୁ ଗିରଫ କରିଥିବା ଜଣା ପଡିଛି । ମିଳିଥିବା ସୂଚନା ଅନୁସାରେ...
ମାଲକାନଗିରି, ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସୋମନାଥପୁର ପଞ୍ଚାୟତର ନୂଆଁଗୁଡା ଗ୍ରାମ। ପଞ୍ଚାୟତ ସଦରଠାରୁ ମାତ୍ର ୫ କି.ମି. ଓ ବ୍ଲକ ସଦରରୁ...
ପୁରୀ, ଶ୍ରୀନଅର ସମ୍ମୁଖ ରଥଖଳା ନିକଟରେ ଆଜି ପୂର୍ବାହ୍ନରେ ଘଟିଛି ଦୁର୍ଘଟଣା । ଦର୍ପଦଳନ ରଥ ଚକକୁ ଧକ୍କା ଦେଇଛି ଏକ ବ୍ୟାଟେରୀ...
ବାରିପଦା,ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଗାଁ ପାଖରେ ୧୭ଟିକିଆ ଏକ ହାତୀ ପଲ ବୁଲୁ ଥିବାରୁ ଆଖପାଖ...
ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର ତାପମାତ୍ରା ୩୨ ଡ଼ିଗ୍ରୀ ଉପରେ : ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ରେକର୍ଡ଼ ଭୁବନେଶ୍ଵର, ୨୩ ମଇ (ହି.ସ.)- ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି । ଆଜି ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର ତାପମାତ୍ରା ୩୨ ଡ଼ିଗ୍ରୀ ଉପରେ ରହିଛି । ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ସେହିପରି ଝାରସୁଗୁଡାରେ ୩୮.୪ ଡ଼ିଗ୍ରୀ, ସମ୍ବଲପୁରରେ ୩୮.୨ ଡ଼ିଗ୍ରୀ, ହୀରାକୁଦରେ ୩୭.୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୬ ଡ଼ିଗ୍ରୀ, କେନ୍ଦୁଝରରେ ୩୬.୪ ଡ଼ିଗ୍ରୀ, ଗୋପାଳପୁରରେ ୩୪.୬ ଡ଼ିଗ୍ରୀ, ବାଲେଶ୍ଵରରେ ୩୩.୬ ଡ଼ିଗ୍ରୀ, ପୁରୀରେ ୩୩ ଡ଼ିଗ୍ରୀ ଏବଂ ପାରାଦୀପରେ ତାପମାତ୍ରା ୩୨.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି । IKT NEWS

ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର ତାପମାତ୍ରା ୩୨ ଡ଼ିଗ୍ରୀ ଉପରେ : ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ରେକର୍ଡ଼ ଭୁବନେଶ୍ଵର, ୨୩ ମଇ (ହି.ସ.)- ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି । ଆଜି ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର ତାପମାତ୍ରା ୩୨ ଡ଼ିଗ୍ରୀ ଉପରେ ରହିଛି । ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ସେହିପରି ଝାରସୁଗୁଡାରେ ୩୮.୪ ଡ଼ିଗ୍ରୀ, ସମ୍ବଲପୁରରେ ୩୮.୨ ଡ଼ିଗ୍ରୀ, ହୀରାକୁଦରେ ୩୭.୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୬ ଡ଼ିଗ୍ରୀ, କେନ୍ଦୁଝରରେ ୩୬.୪ ଡ଼ିଗ୍ରୀ, ଗୋପାଳପୁରରେ ୩୪.୬ ଡ଼ିଗ୍ରୀ, ବାଲେଶ୍ଵରରେ ୩୩.୬ ଡ଼ିଗ୍ରୀ, ପୁରୀରେ ୩୩ ଡ଼ିଗ୍ରୀ ଏବଂ ପାରାଦୀପରେ ତାପମାତ୍ରା ୩୨.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

ଭୁବନେଶ୍ଵର, ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି । ଆଜି ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର...
Read More Read more about ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର ତାପମାତ୍ରା ୩୨ ଡ଼ିଗ୍ରୀ ଉପରେ : ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ରେକର୍ଡ଼ ଭୁବନେଶ୍ଵର, ୨୩ ମଇ (ହି.ସ.)- ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି । ଆଜି ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର ତାପମାତ୍ରା ୩୨ ଡ଼ିଗ୍ରୀ ଉପରେ ରହିଛି । ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ସେହିପରି ଝାରସୁଗୁଡାରେ ୩୮.୪ ଡ଼ିଗ୍ରୀ, ସମ୍ବଲପୁରରେ ୩୮.୨ ଡ଼ିଗ୍ରୀ, ହୀରାକୁଦରେ ୩୭.୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୬ ଡ଼ିଗ୍ରୀ, କେନ୍ଦୁଝରରେ ୩୬.୪ ଡ଼ିଗ୍ରୀ, ଗୋପାଳପୁରରେ ୩୪.୬ ଡ଼ିଗ୍ରୀ, ବାଲେଶ୍ଵରରେ ୩୩.୬ ଡ଼ିଗ୍ରୀ, ପୁରୀରେ ୩୩ ଡ଼ିଗ୍ରୀ ଏବଂ ପାରାଦୀପରେ ତାପମାତ୍ରା ୩୨.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
error

Enjoy this blog? Please spread the word :)

Follow by Email
Instagram
Telegram