ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୯୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଭର୍ଭି କରାଯାଇଛି । ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୮୫୧ କୁ ବୃଦ୍ଧି ପାଇଛି । ସେହିପରି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୮ ରହିଛି ।
Related Stories
November 23, 2024