ଭୁବନେଶ୍ୱର– ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ଅଂଚଳ ବିପଦମୁକ୍ତ ହୋଇଥିବା ନେଇ ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି ସୂଚନା ଦେଇଛନ୍ତି । ସେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।
ଶ୍ରୀ ମହାନ୍ତି ଟ୍ୱିଟରେ କହିଛନ୍ତି ଯେ ଗତକାଲି ବିଳମ୍ବିତ ରାତିରେ ବାକିଥିବା ଗ୍ୟାସକୁ ବାହାର କରାଯାଇଛି । ଆଇଓସିଏଲ୍ ଅଧିକାରୀ ଫାଟିଥିବା ଗ୍ୟାସ ଟାଙ୍କିକୁ ଖାଲି କରିଦେଇଛନ୍ତି ବୋଲି ସେ ଉଲ୍ଲେଖ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO