ରାଷ୍ଟ୍ରୀୟ ଜୟନ୍ତୀରେ ଡ. କଲାମଙ୍କୁ ମନେ ପକାଇଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ desk October 15, 2020 ନୂଆଦିଲ୍ଲୀ– ପୂର୍ବତନ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କୁ ତାଙ୍କର ଜୟନ୍ତୀରେ ମନେ ପକାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ଟ୍ୱିଟ କରି କହିଛନ୍ତି ଯେ ଲୋକ ମାନଙ୍କର ରାଷ୍ଟ୍ରପତି ଓ ମିଜାଇଲ ମ୍ୟାନ ଭାରତ ରତ୍ନ ଡ ଏପିଜେ ଅବଦୁଲ କଲାମଙ୍କୁ ମନେ ପକାଉଛିା ସେ ଜଣେ ଅସାଧାରଣ ଶିକ୍ଷକ, ବୈଜ୍ଞାନିକ ଓ ଦୂରଦ୍ରଷ୍ଟା ଥିଲେ । ତାଙ୍କର ବିଚାର ପ୍ରତ୍ୟେକ ଭାରତୀୟଙ୍କ ମନ ଓ ହୃଦୟରେ ରହିଥିବ । Tags: Dharmendra Pradhan Continue Reading Previous: ରାଜ୍ୟରେ ଆଉ ୧୭ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୦୮୯ହେଲା Next: ବିଜେଡି ପକ୍ଷରୁ ବାଲେଶ୍ୱର ଓ ତିର୍ତୋଲ ଉପନିର୍ବାଚନ ପାଇଁ ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025