
ଭଞ୍ଜନଗର, ଜୟକୃଷ୍ଣ ପଟ୍ଟନାୟକ
ଭଞ୍ଜନଗର ମାଲ ସାହିରେ ଶନିବାର ଅପରାହ୍ନରେ ଜୁଆ ଖେଳ ଚାଲିଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇ ସେହି ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରିଥିଲା।ସେଠାରୁ ୫ଜଣ ସ୍ଥାନୀୟ ଯୁବକଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ମୋଟ ୨୭,୫୯୦ଟଙ୍କା,୨ଟି ମୋବାଇଲ ଫୋନ ଓ ୨ଟି ତାସ ପ୍ୟାକେଟ ଜବତ ହୋଇଥିବା ଥାନା ଅଧିକାରୀ ସୁଦୀପ୍ତ କୁମାର ସାହୁ କହିଛନ୍ତି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO