ଭୁବନେଶ୍ୱର– ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲା ଗୁରାଣ୍ଡିସ୍ଥିତ ମୀନକେତନ ମହାବିଦ୍ୟାଳୟରେ ଅଧ୍ୟାପ ଜି. ନାଗେଶ୍ୱର ରାଓଙ୍କ ପାରଳାଖେମୁଣ୍ଡି ସ୍ଥିତ ରାଧାଗୋବିନ୍ଦ ନଗର ସ୍ଥିତ ଘରେ ଭିଜିଲାନ୍ସ ଚଢ଼ଉ କରିଛି । ଏହା ସହିତ ୬ଟି ସ୍ଥାନରେ ଚଢ଼ଉ ଚାଲିଥିବା ନେଇ ଭିଜିଲାନ୍ସ ସୂତ୍ରରୁ ପ୍ରକାଶ । ପାରଳା ସହରର ବଡ଼ ବ୍ରାହ୍ମଣ ସାହି, ବେତାଗୁଡା, ଚିପୁରୁ ପଲ୍ଲୀ ସମେତ ୬ଟି ଜାଗାରେ ଚଢ଼ଉ ଜାରି ରହିଥିବା ନେଇ ସୂଚନା ମିଳିଛି ।
Related Stories
November 22, 2024