
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୫୫,୮୩୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଗତ ୨୪ ଘଂଟା ମଧ୍ୟରେ ୭୦୨ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୭,୦୬,୯୪୬ ରେ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭,୧୫,୮୧୨ ଥିବା ବେଳେ ବର୍ତମାନ ସୁଦ୍ଧା ୧,୧୬,୬୧୬ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୪,୬୯,୯୮୪ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୪,୬୯,୯୮୪ ନନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା, ୯,୮୬,୭୦,୩୬୩ ନମୂନାର ପରୀକ୍ଷଣ କରା ଯାଇଥିବା ଆଇଏମସିଆର ପକ୍ଷରୁ ସୂଚନା ଦିଆ ଯାଇଛି ।