
ଭଞ୍ଜନଗର, ଜୟକୃଷ୍ଣ ପଟ୍ଟନାୟକ
ତାରସିଙ୍ଗି ପୋଲିସ ଶୁକ୍ରବାର ଜୁଆ ଖେଳ ଚାଲିଥିବା ଖବର ପାଇ ହଳନ୍ଦ ଖୋଳା,ବାଲି ସାହି ଓ ଅତରେଇ ପଲ୍ଲୀ ୩ଟି ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ମୋଟ ୧୪ଜଣ ଜୁଆଡ଼ିଙ୍କୁ ଗିରଫ କରିବା ସହ ସେମାନଙ୍କୁ ଠାରୁ ମୋଟ ୪୫,୨୦୦ଟଙ୍କା,୪ଟି ମୋଟର ସାଇକେଲ ଜବତ କରିଛି।ଏହି ଘଟଣାରେ ତାରସିଙ୍ଗି ଥାନାରେ ୩ଟି କେଶ ରୁଜ୍ଜୁ ହୋଇଥିବା ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ଜଣାଇଛନ୍ତି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO