ଗଞ୍ଜାମ– ଗଞ୍ଜାମ ଜିଲ୍ଲା ତାରାସିଂ ଥାନା ଅଂଚଳରେ ଚାଲିଥିବା ବିଭିନ୍ନ ଜୁଆ ଆଡ୍ଡା ଉପରେ ପୋଲିସ ପକ୍ଷରୁ ଅତର୍କିତ ଚଢ଼ଉ କରାଯାଇଛି । ଘଟଣାସ୍ଥଳରୁ ୧୪ ଜଣ ଜୁଆଡ଼ିଙ୍କୁ ଗିରଫ କରାଯିବା ସହ ସେମାନଙ୍କ ନିକଟରୁ ୪୫ ହଜାର ୨୦୦ ଟଙ୍କା ଜବତ କରାଯାଇଛି । ଅଭିଯୁକ୍ତ ମାନଙ୍କୁ ଆଜି କୋର୍ଟଚାଲାଣ କରାଯାଇଛି ।
Related Stories
May 17, 2024