ଓଡିଶା ଦୁର୍ଗାପୁଜାରେ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ desk October 24, 2020 ଭୁବନେଶ୍ୱର– ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ରାଜ୍ୟବାସୀଙ୍କୁ ଦୁର୍ଗାପୁଜା ଅବସରରେ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ପବିତ୍ର ଦୁର୍ଗାପୂଜା ଅବସରରେ ସଭିଙ୍କୁ ମୋର ଶାରଦୀୟ ଅଭିନନ୍ଦନ ଓ ଶୁଭେଚ୍ଛା । ମା’ ଦୁର୍ଗାଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଓ ଉଲ୍ଲାସ ଭରିଦେଉ । Tags: CM Continue Reading Previous: ପୂର୍ବ ଶତୃତାକୁ ନେଇ ଯୁବକଙ୍କୁ ହତ୍ୟା Next: ଗୋଟିଏ ଦିନରେ ୧୬୯୫ କରୋନା ଆକ୍ରାନ୍ତ ଚିହ୍ନଟ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୯୫୮୨ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 14 December2025 Important news 1 min read ଓଡିଶା Indo Kaling Times 14 December2025 Important news December 14, 2025 ପୁରୀ ବିଚ୍ ମାରାଥନ୍ ୫ମ ସଂସ୍କରଣ ଆୟୋଜିତ, 1 min read ଓଡିଶା ପୁରୀ ବିଚ୍ ମାରାଥନ୍ ୫ମ ସଂସ୍କରଣ ଆୟୋଜିତ, December 14, 2025 ମେଘନାଦ ପ୍ରାଚୀରର ସ୍ଥାୟୀ ସଂରକ୍ଷଣ ପାଇଁ ASI କର୍ତ୍ତୃପକ୍ଷଙ୍କୁ ଚିଠି, 1 min read ଓଡିଶା ମେଘନାଦ ପ୍ରାଚୀରର ସ୍ଥାୟୀ ସଂରକ୍ଷଣ ପାଇଁ ASI କର୍ତ୍ତୃପକ୍ଷଙ୍କୁ ଚିଠି, December 14, 2025