ଭୁବନେଶ୍ୱର– ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ରାଜ୍ୟବାସୀଙ୍କୁ ଦୁର୍ଗାପୁଜା ଅବସରରେ ଶୁଭକାମନା ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ପବିତ୍ର ଦୁର୍ଗାପୂଜା ଅବସରରେ ସଭିଙ୍କୁ ମୋର ଶାରଦୀୟ ଅଭିନନ୍ଦନ ଓ ଶୁଭେଚ୍ଛା । ମା’ ଦୁର୍ଗାଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଓ ଉଲ୍ଲାସ ଭରିଦେଉ ।