ଓଡିଶା ରାଜ୍ୟରେ ଆଉ ୧୫ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୨୩୯ ହେଲା desk October 24, 2020 1 min read ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୩୯ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା, ସୁନ୍ଦରଗଡ. ମୟୁରଭଂଜ ଜିଲ୍ଲାର ୨-୨ ଜଣ ଅଛନ୍ତି । ସେହିପରି ଅନୁଗୁଳ, ବୌଦ୍ଧ, ବରଗଡ, ଝାରସୁଗୁଡା, କନ୍ଧମାଳ, ପୁରୀ, ସମ୍ବଲପୁର, ଗଜପତି ଓ ବାଲେଶ୍ୱର ଜିଲ୍ଲାର ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି । Tags: Corona Continue Reading Previous: ବ୍ରହ୍ମପୁରରେ ମାସ୍କ ନ ପିନ୍ଧିବାରୁ ଗତ ୨୪ ଘଂଟାରେ ୧୪୨ ଜଣଙ୍କୁ ଜୋରିମାନା Next: କଟକରେ ଗତ ୨୪ ଘଂଟା ମଧ୍ୟରେ ମାସ୍କ ନ ପିନ୍ଧିଥିବାରୁ ୧୨୯ ଜଣଙ୍କ ଠାରୁ ଜୋରିମାନା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 13 November 2025 Important news 1 min read ଓଡିଶା Indo Kaling Times 13 November 2025 Important news December 13, 2025 ଜିଲ୍ଲା ସ୍ତରୀୟ ବାଲ୍ ବିଜ୍ଞାନ ପ୍ରଦର୍ଶନୀ ରାମହରି ନୋଡାଲ ବିଦ୍ୟାପୀଠ ଠାରେ ଅନୁଷ୍ଠିତ, ଓଡିଶା ଜିଲ୍ଲା ସ୍ତରୀୟ ବାଲ୍ ବିଜ୍ଞାନ ପ୍ରଦର୍ଶନୀ ରାମହରି ନୋଡାଲ ବିଦ୍ୟାପୀଠ ଠାରେ ଅନୁଷ୍ଠିତ, December 13, 2025 ପୁରୀରେ ନୂତନ ବିଜେପି କୃଷକ ମୋର୍ଚ୍ଚା ସଭାପତି ଶୁଭ୍ରାଂଶୁ ମୋହନ ପାଢ଼ୀଙ୍କୁ ଭବ୍ୟ ସ୍ୱାଗତ, 1 min read ଓଡିଶା ପୁରୀରେ ନୂତନ ବିଜେପି କୃଷକ ମୋର୍ଚ୍ଚା ସଭାପତି ଶୁଭ୍ରାଂଶୁ ମୋହନ ପାଢ଼ୀଙ୍କୁ ଭବ୍ୟ ସ୍ୱାଗତ, December 13, 2025