
ତାଙ୍କର ସ୍ୱାସ୍ଥ୍ୟ ଖରାପ ଥିବା କାରଣରୁ ତାଙ୍କୁ ଦଶ ଦିନ ତଳେ ଡାକ୍ତରଖାନାରେ ଭର୍ତି କରା ଯାଇଥିଲା ହେଲେ ସ୍ୱାସ୍ଥ୍ୟ ଲାଭ କରିବା ପରେ ତାଙ୍କୁ ଦୁଇ ଦିନ ପୂର୍ବରୁ ଛୁଟି ଦିଆ ଯାଇଥିଲା । ହେଲେ ଆଜି ହଠାତ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡିବା କାରଣରୁ ତାଙ୍କର ମୃତ୍ୟୁ ଘଟିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
