ଭୁବନେଶ୍ୱର– କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲକ୍ଷ୍ମୀ ପୂଜା ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ସେ ଟ୍ୱିଟ କରି କହିଛନ୍ତି ଯେ – “ପବିତ୍ର ଗଜଲଷ୍ମୀ ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ।ମା’ଙ୍କ ନିକଟରେ ସମସ୍ତ ଦେଶବାସୀଙ୍କ ସୁଖ, ସମୃଦ୍ଧି ପାଇଁ ପ୍ରାର୍ଥନା କରୁଛି ।