ହାଇଦ୍ରାବାଦ । ତେଲେଙ୍ଗାନାରେ ଗତ ୨୪ ଘଂଟାରେ ୧,୫୩୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୩୭,୧୮୭ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୧,୩୩୦ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।