ଭୁୁବନେଶ୍ୱର– କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଣ କବି ବୈଷ୍ଣବ ପାଣିଙ୍କ ଜୟନ୍ତୀରେ ମନେ ପକାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ବିଶିଷ୍ଟ କବି, ନାଟ୍ୟକାର ତଥା ସମାଜ ସଂସ୍କାରକ ‘ଗଣକବି’ ବୈଷ୍ଣବ ପାଣିଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
Related Stories
May 2, 2024