
ତାଙ୍କ ସହିତ ସ୍ୱତନ୍ତ୍ର ଡ଼ିଜିପି ସିଆରପିଏଫ କୁଲଦୀପ ସିଂହ, ଗୁଇନ୍ଦା ନିର୍ଦ୍ଦେଶକ ଆର.କେ. ଶର୍ମା, ଆଇଜି ଅପରେସନ ଅମିତାଭ ଠାକୁର, ଆଇଜି ସିଆରପିଏଫ ଏସ.କେ. ମହାନ୍ତି, କନ୍ଧମାଳ ଜିଲ୍ଲା ଆରକ୍ଷୀ ଅଧିକ ଭିନିତ ଅଗ୍ରୱାଲଙ୍କ ସମେତ ଅନ୍ୟ ଜିଲ୍ଲାସ୍ତରିୟ ପୋଲିସ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
