ଭୁବନେଶ୍ୱର–ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟପାଳ କରୋନା ଆକ୍ରାନ୍ତ ହୋଇଥିବା ନେଇ ଚିନ୍ତା ବ୍ୟକ୍ତ କରିବା ସହ ତାଙ୍କର ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି କହିଛନ୍ତି ଯେ – ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ କରୋନା ପଜିଟିଭ ହେବା ଖବର ଜାଣି ମୁଁ ଚିନ୍ତିତ । ତାଙ୍କର ଶୀଘ୍ର ଆରୋଗ୍ୟ ତଥା ଉତମ ସ୍ୱାସ୍ଥ୍ୟ ପାଇଁ କାମନା କରୁଛି ।