
ଆମେରିକାରେ ୯୪ ଲକ୍ଷ ୭୩ ହଜାର ୭୧୫ ଜଣ ଲୋକ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ବେଳେ ୨ ଲକ୍ଷ ୩୬ ହଜାର ୪୭୧ ଜଣଙ୍କର ମୃତ୍ୟୁ ହୋଇଛି । ମୋଟ ୬୦ ଲକ୍ଷ ୯୭ ହଜାର ୪୩୯ ଜଣ ସୁସ୍ଥ ହୋଇଥିବା ବେଳେ ୩୧ ଲକ୍ଷ ୩୯ ହଜାର ୮୦୫ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ଏଥିରୁ ୧୭ ହଜାର ୨୧୩ ଜଣ ଗୁରୁତର ଅଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
