
ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୫୨ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ୩ ଜଣ ରହିଥିବା ବେଳେ ଢେଙ୍କାନାଳ ଜିଲ୍ଲାର ୨ ଜଣ ଅଛନ୍ତି । ଏହା ବ୍ୟତୀତ ବାଲେଶ୍ୱର, କଳାହାଣ୍ଡି, ଭଦ୍ରକ, ନୂଆପଡା, ସୁନ୍ଦରଗଡ, କଟକ, ଜଗତସିଂହପୁର ଜିଲ୍ଲାର ଜିଲ୍ଲାର ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO