
ଭୁବନେଶ୍ବର– ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରା ଯାଉଛି ।
ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସରେ ବ୍ୟତୀତ ନିଆଳିର ସିଠାଳୋ ସ୍ଥିତ ପୈତୃକ ବାସଭବନ, ଶ୍ୱଶୁର ଘର ସମେତ ୪ଟି ଜାଗାରେ ଭିଜିଲାନ୍ସ ଏକକାଳୀନ ଚଢାଉ କରୁଛି।