ଓଡିଶା ପୋଲିସ ଓ ଅବକାରୀ ବିଭାଗର ମିଳିତ ଚଢ଼ଉ : ବାଲିଗୁଡ଼ାରେ ୯୫ ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ କରାଗଲା desk November 4, 2020 କନ୍ଧମାଳ– କନ୍ଧମାଳ ଜିଲ୍ଲା ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମରେ ଗତ ତିନି ଦିନ ଧରି ବେଆଇନ ଗଞ୍ଜେଇ ଚାଷ ଉପରେ ବ୍ୟାପକ କାର୍ଯ୍ୟାନୁଷ୍ଠାନ ଜାରୀ ରହିଛି । ଗତକାଲି ସୁଦ୍ଧା ବାଲିଗୁଡ଼ାରେ ୯୫ ଏକର ଜମିରେ ଚାଷ କରାଯାଇଥିବା ଗଞ୍ଜେଇ ଚାଷକୁ କଟାଯିବା ପରେ ପୋଡ଼ି ନଷ୍ଟ କରାଯାଇଛି । Tags: Raid on Ganja farming Continue Reading Previous: ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗ : କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ Next: କନ୍ଧମାଳ ଜିଲ୍ଲାରେ ନୂଆ ୧୯ କରୋନା ପଜିଟିଭ୍ ଚିହ୍ନଟ : ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୭୧୪ କୁ ବୃଦ୍ଧି Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ 1 min read ଓଡିଶା ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ December 19, 2025 ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ ଓଡିଶା ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ December 19, 2025 ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ଓଡିଶା ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା December 19, 2025