ଓଡିଶା କରୋନାରେ ୧୨ ଜଣଙ୍କର ମୃତ୍ୟୁ desk November 4, 2020 1 min read ଭୁବନେଶ୍ୱର–ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୬୪ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ମାଲକାନଗିରି ଓ ମୟୁରଭଂଜ ଜିଲ୍ଲାର ୩ -୩ ଜଣ ରହିଥିବା ବେଳେ ଭୁବନେଶ୍ୱରର ୨ ଜଣ ଅଛନ୍ତି । ଏହା ବ୍ୟତୀତ ଝାରସୁଗୁଡା, ଯାଜପୁର, କେନ୍ଦୁଝର, ରାୟଗଡା ଜିଲ୍ଲାର ଜିଲ୍ଲାର ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି । Tags: Corona Continue Reading Previous: କନ୍ଧମାଳ ଜିଲ୍ଲାରେ ନୂଆ ୧୯ କରୋନା ପଜିଟିଭ୍ ଚିହ୍ନଟ : ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୭୧୪ କୁ ବୃଦ୍ଧି Next: ଗୋଟିଏ ଦିନରେ ୧୪୭୪ କରୋନା ଆକ୍ରାନ୍ତ ଚିହ୍ନଟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ 1 min read ଓଡିଶା ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ December 19, 2025 ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ ଓଡିଶା ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ December 19, 2025 ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ଓଡିଶା ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା December 19, 2025