ଓଡିଶା ଯାଜପୁର ଜିଲ୍ଲାରେ ନିୟମ ଉଲ୍ଲଂଘନକୁ ନେଇ ୨୪ ଘଂଟାରେ ଆଦାୟ ହେଲା ୨୧୩ ଜଣଙ୍କ ଠାରୁ ଜୋରିମାନା desk November 7, 2020 ଭୁବନେଶ୍ୱର– ଯାଜପୁର ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ମାସ୍କ ନ ପିନ୍ଧିବା, ବାହାରେ ଛେପ ପକାଇବା ସାମାଜିକ ଦୂରତ୍ୱ ନ ମାନିବା ଓ ଯାନବାହନ ଆଇନ ଉଲ୍ଲଂଘନକୁ ନେଇ ମୋଟ ୨୧୩ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ଏମାନଙ୍କ ଠାରୁ ୧,୦୬,୫୦୦ ଟଙ୍କାର ଜୋରିମାନା ଆଦାୟ କରା ଯାଇଥିବା ନେଇ ଯାଜପୁର ପୋଲିସ ପକ୍ଷରୁ ସୂଚନା ଦିଆ ଯାଇଛି । Tags: Jajpur Continue Reading Previous: ବ୍ୟାଙ୍କରେ ଗ୍ରାହକ ଙ୍କୁ ଠକେଇ – ନିଯୁକ୍ତି ସୁନାରି ର ସଂପୃକ୍ତି ସଂଦେହ ।Next: ଗୋଟିଏ ଦିନରେ ୧୩୭୨ କରୋନା ଆକ୍ରାନ୍ତ ଚିହ୍ନଟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 22 November 2024 important news 1 min read ଓଡିଶା Indo Kaling Times 22 November 2024 important news November 22, 2024 କେନ୍ଦ୍ର କୃଷି ଓ କୃଷକ ମନ୍ତ୍ରାଳୟର ଆଞ୍ଚଳିକ ସମ୍ମିଳନୀ ଭୁବନେଶ୍ଵରରେ ଅନୁଷ୍ଠିତ 1 min read ଓଡିଶା କେନ୍ଦ୍ର କୃଷି ଓ କୃଷକ ମନ୍ତ୍ରାଳୟର ଆଞ୍ଚଳିକ ସମ୍ମିଳନୀ ଭୁବନେଶ୍ଵରରେ ଅନୁଷ୍ଠିତ November 22, 2024 ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ‘ସମ୍ପାଦନା, ବନାନ ଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ’ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ଓଡିଶା ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ‘ସମ୍ପାଦନା, ବନାନ ଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ’ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ November 22, 2024