ପାରଳାଖେମୁଣ୍ଡି– ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକାରାଗାରରେ ଜଣେ ବିଚାରାଧିନ କଏଦୀଙ୍କ ମୃତ୍ୟୁ ଘଟିଛି । ଅଚେତ୍ ଅବସ୍ଥାରେ ତାଙ୍କୁ ମେଡ଼ିକାଲରେ ଭର୍ତି କରାଯାଇଥିବା ବେଳେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ଜଣକ ହରିୟାଣାର ବାସିନ୍ଦା । ତାଙ୍କ ନାମ ଜୟପାଲ ସିଂହ । ଅକ୍ଟୋବର ୧୬ ରେ ଗଞ୍ଜେଇ ଚାଲାଣ ଅଭିଯୋଗରେ ସେ ଗିରଫ ହୋଇଥିଲେ ।
Related Stories
May 17, 2024