ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୦୧,୭୯୯ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୧,୩୯୧ ଜଣଙ୍କର ମୃତ୍ୟୁ ଘଟିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୭୭୪୫କରୋନାର ନୂଆ ମାମଲା
ଦିଲ୍ଲୀ– ଦିଲ୍ଲୀରେ ଗତ ୨୪ ଘଂଟାରେ ୭୭୪୫ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭୭ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୮୯,୬୮୩ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୬୯୮୯ଜଣଙ୍କର ମୃତ୍ୟୁ ଘଟିଛିା