ରାଷ୍ଟ୍ରୀୟ ରାଜ୍ୟରେ ଆଉ ୧୫ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୪୬୯ ହେଲା desk November 11, 2020 1 min read ଭୁବନେଶ୍ୱର–ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୬୯ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାର ୪ ଜଣ ଥିବା ବେଳେ କଟକ ଜିଲ୍ଲାର ୩ ଜଣ ଅଛନ୍ତି । ସେହିପରି ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ୨-୨ ଲଜଣ ତଥା ଅନୁଗୁଳ, ଖୋର୍ଧା, ସମ୍ବଲପୁର ଓ ମୟୁରଭଂଜ ଜିଲ୍ଲାର ଜଣେ ଜଣେ ଅଛନ୍ତି । Tags: Corona Continue Reading Previous: ପ୍ରଧାନମନ୍ତ୍ରୀ ଆୟକର ଆପିଲେଟ ଟ୍ରିବ୍ୟୁନାଲ କଟକ ବେଞ୍ଚ କାର୍ଯ୍ୟାଳୟ ତଥା ଆବାସିକ ପରିସରକୁ ଉଦଘାଟନ କରିବେ Next: ଉପନିର୍ବାଚନରେ ବିଜୟୀ ହୋଇଥିବା ବିଜେଡି ପ୍ରାର୍ଥୀଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମଙ୍ଗଳବାର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଧ୍ୱଜାରୋହଣ କରିବେ ପିଏମ ମୋଦି 1 min read ରାଷ୍ଟ୍ରୀୟ ମଙ୍ଗଳବାର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଧ୍ୱଜାରୋହଣ କରିବେ ପିଏମ ମୋଦି November 24, 2025 ଡଲାର ତୁଳନାରେ ଟଙ୍କାର ହ୍ରାସକୁ ନେଇ କେନ୍ଦ୍ରକୁ ଘେରିଲା ଜୟରାମ ରମେଶ ରାଷ୍ଟ୍ରୀୟ ଡଲାର ତୁଳନାରେ ଟଙ୍କାର ହ୍ରାସକୁ ନେଇ କେନ୍ଦ୍ରକୁ ଘେରିଲା ଜୟରାମ ରମେଶ November 24, 2025 ଶସ୍ତ୍ର ଛାଡିବାକୁ ନକ୍ସଲୀ ସଙ୍ଗଠନ ଏମଏମସି ଜୋନର ଘୋଷଣା, ତିନି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାମରେ ଜାରି କଲେ ଲିଫଲେଟ୍ 1 min read ରାଷ୍ଟ୍ରୀୟ ଶସ୍ତ୍ର ଛାଡିବାକୁ ନକ୍ସଲୀ ସଙ୍ଗଠନ ଏମଏମସି ଜୋନର ଘୋଷଣା, ତିନି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାମରେ ଜାରି କଲେ ଲିଫଲେଟ୍ November 24, 2025