
ଭୁବନେଶ୍ୱର– କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାଲେଶ୍ୱର ଓ ତିର୍ତୋଲ ଉପନିର୍ବାଚନରେ ବିଜୟୀ ହୋଇଥିବା ବିଜେଡି ପ୍ରାର୍ଥୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି େ ଯ – ଏହି ଉପନିର୍ବାଚନରେ ବିଜୟୀ ହୋଇଥିବା ବିଜେଡି ପ୍ରାର୍ଥୀଙ୍କୁ ଅଭିନନ୍ଦନ ।
ବାଲେଶ୍ୱର ସଦର ଏବଂ ତିର୍ତୋଲ ବିଧାନସଭା ଉପନିର୍ବାଚନର ଫଳାଫଳକୁ ସ୍ୱୀକାର କରିବା ସହ ଗଣତନ୍ତ୍ରରେ ଜନତାଙ୍କ ରାୟକୁ ସମ୍ମାନ ଜଣାଉଛି । ଆଗାମୀ ଦିନରେ ଆମେ ରାଜ୍ୟର ପ୍ରତ୍ୟେକ ବୁଥରେ ସଂଗଠନକୁ ସୁଦୃଢ କରିବା ସହ ଜନ କଲ୍ୟାଣ ଓ ଲୋକସମ୍ପର୍କ ମାଧ୍ୟମରେ ଲୋକଙ୍କ ବିଶ୍ୱାସ ହାସଲ କରିବା ପାଇଁ ଚେଷ୍ଟା କରିବୁ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO