ନୂଆଦିଲ୍ଲୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଧନତେରସରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି ।
ସେ ଟ୍ବିଟ କରି କହିଛନ୍ତି ଯେ – ଧନତେରସରେ ଆପଣ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ | ଭଗବାନ ଧନ୍ବନ୍ତରୀ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧତା, ଶୁଭଫଳ ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣନ୍ତୁ |

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO