
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୭୦୦୪

ଆଜି ଚିହ୍ନଟ ହୋଇଥିବା ୧୦୧୮ ଜଣଙ୍କ ମଧ୍ୟରୁ ୫୮୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୩୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ୯୪ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।