ନୂଆଦିଲ୍ଲୀ, ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଳାଲ ନେହରୁଙ୍କ ୧୩୧ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଟୁଇଟ କରି ମୋଦୀ କହିଛନ୍ତି, ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି