
ନୂଆଦିଲ୍ଲୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡଖଣ୍ଡର ସ୍ଥାପନା ଦିବସରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ଝାଡଖଣ୍ଡର ସ୍ଥାପନା ଦିବସରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଅବସରରେ ମୁଁ ଏଠାରେ ଥିବା ସମସ୍ତ ଲୋକଙ୍କୁ ସୁଖ, ସମୃଦ୍ଧି ଏବଂ ଉତମ ସ୍ୱାସ୍ଥ୍ୟ କାମନା କରୁଛି ।