
ମୁମ୍ବାଇ,କୋରୋନା କାରଣରୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ମହାରାଷ୍ଟ୍ରରେ ଧର୍ମାନୁଷ୍ଠାନ ଗୁଡ଼ିକ ଆଜିଠାରୁ ଖୋଲିଛି । ଦେବାଳୟ ସହିତ ଅନ୍ୟ ଧର୍ମାନୁଷ୍ଠାନ ଖୋଲିବା ପରେ ଶ୍ରଦ୍ଧାଳୁଙ୍କ ମନରେ ଆନନ୍ଦର ଲହରି ଖେଳିଯାଇଛି ।
ଏହି ପରିପ୍ରେକ୍ଷୀରେ ମୁମ୍ବାଇର ପ୍ରସିଦ୍ଧ ସିଦ୍ଧିବିନାୟକ ମନ୍ଦିରରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ପହଂଚିଛନ୍ତି । ଶ୍ରଦ୍ଧାଳୁମାନେ ଦୀର୍ଘ ଦିନ ପରେ ଏଠାକୁ ଆସିପାରିଥିବାରୁ ଆନନ୍ଦ ଅନୁଭବ କରୁଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO