ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାର ୪ ଜଣ ଓ ସମ୍ବଲପୁର ଜିଲ୍ଲାର ୩ ଜଣ ଅଛନ୍ତି । ସେହିପରି ଜଗତସିଂହପୁର ଓ ସୁବର୍ଣପୁର ଜିଲ୍ଲାର ୨-୨ ଜଣ ଅଛନ୍ତି । ସେହିପରି ମୃତକଙ୍କ ମଧ୍ୟରେ ଖୋର୍ଧା, ଭଦ୍ରକ, ବରଗଡ, ଗଂଜାମ, ପୁରୀ ଓ କଟକ ଜିଲ୍ଲାରୁ ଜଣେ ଜଣେ ଅଛନ୍ତିା
ବରଗଡ ଜିଲ୍ଲାର ଜଣେ ୫୬ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ଭଦ୍ରକ ଜିଲ୍ଲାର ଜଣେ ୫୫ ବର୍ଷୀୟ କରୋନା ସଂକ୍ରମିତ ମହିଳା ମୃତ୍ୟୁବରଣ କରିଛନ୍ତିା ଭଦ୍ରକ ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୮୧ ବର୍ଷୀୟ ପୁରୁଷଙ୍କ କରୋନାରେ ମୃତ୍ୟୁ ଘଟିଛି । ଗଂଜାମ ଜିଲ୍ଲାର ଜଣେ ୫୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଗଂଜାମ ଜିଲ୍ଲାର ଜଣେ ୫୦ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ଜଗତସିଂହପୁର ଜିଲ୍ଲାର ଜଣେ ୫୪ବର୍ଷୀୟ ମହିଳାଙ୍କ କରୋନାରେ ମୃତ୍ୟୁ ହୋଇଛି । ଜଗତସିଂହପୁର ଜିଲ୍ଲାର ଜଣେ ୭୩ ବର୍ଷୀୟ ମହିଳାଙ୍କ କରୋନାରେ ମୃତ୍ୟୁ ବରଣ କରିଛନ୍ତି । ନୟାଗଡ ଜିଲ୍ଲାର ଜଣେ ୪୯ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୪୭ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ସମ୍ବଲପୁର ଜିଲ୍ଲାର ଜଣେ ୭୨ ବର୍ଷୀୟ ମହିଳାଙ୍କ ମୃତ୍ୟୁ ଘଟିଛି । ସମ୍ବଲପୁର ଜିଲ୍ଲାର ୭୧ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସମ୍ବଲପୁର ଜିଲ୍ଲାର ୬୨ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି । ସୁବର୍ଣପୁର ଜିଲ୍ଲାର ୬୦ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛିା ସୁନ୍ଦରଗଡ ଜିଲ୍ଲାର ଜଣେ ୫୬ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେହିପରି ସୁନ୍ଦରଗଡ ଜିଲ୍ଲାର ଜଣେ ୭୦ ବର୍ଷୀୟ ମହିଳାଙ୍କ ମୃତ୍ୟୁ ଘଟିଛି । ସେହିପରି ସୁନ୍ଦରଗଡ ଜିଲ୍ଲାର ଜଣେ ୭୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୭୧ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।