ରାଷ୍ଟ୍ରୀୟ ମିଜୋରାମରେ ଗତ କରୋନାର ୩୭ ଟି ନୂଆ ମାମଲା desk November 18, 2020 ଆଇଜଲ, ମିଜୋରାମ ରେ ଗତ ୨୪ ଘଂଟା ମଧ୍ୟରେ କରୋନାର ୩୭ ଟି ନୂଆ ମାମଲା ସାମନାକୁ ଆସିଛି । ଏହା ସହିତ ରାଜ୍ୟରେ କରୋନା ମାମଲା ସଂଖ୍ୟା ବଢି ୩,୪୮୧ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନାରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । Tags: Mizoram Continue Reading Previous: ଆଉ ୧୭ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୫୬୦ ହେଲାNext: ଦିଲ୍ଲୀରେ ଗତ ୨୪ ଘଂଟାରେ ୬,୩୯୬ କରୋନାର ନୂଆ ମାମଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025