
ଦିଲ୍ଲୀ– ଦିଲ୍ଲୀରେ ଗତ ୨୪ ଘଂଟାରେ ୬,୩୯୬ ନୂଆ କରୋନାର ମାମଲା ସାମନାକୁ ଆସିଛି ।  ଏହି ସମୟ ମଧ୍ୟରେ ୯୯ ଜଣଙ୍କର ମୃତ୍ୟୁ  ଘଟିଛି ।  ଦିଲ୍ଲୀ  ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୯୫,୫୯୮ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ    ୭,୮୧୨ ଜଣଙ୍କର ମୃତ୍ୟୁ ଘଟିଛିା