ପୋଲିସର ସୂଚନା ଅନୁଯାୟୀ, ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନ କରିଥିବା ବେପରୁଆ ଗାଡ଼ି ଚାଳକ ୧୪୭ ଜଣଙ୍କ ଚାଲାଣ କଟାଯାଇଛି । ସେମାନଙ୍କ ନିକଟରୁ ଜୋରିମାନା ବାବଦକୁ ୭୩ ହଜାର ୫୦୦ ଟଙ୍କା ଆଦାୟ କରାଯାଇଛି । ମୁହଁରେ ମାସ୍କ ପିନ୍ଧି ନଥିବା ୭୭ ଜଣ ବ୍ୟକ୍ତି ବିଶେଷଙ୍କ ନିକଟରୁ ୧୫ ହଜାର ୪୦୦ ଟଙ୍କା ଏବଂ ସାମାଜିକ ଦୂରତା କଟକଣା ଉଲ୍ଲଙ୍ଘନକାରୀଙ୍କ ନିକଟରୁ ୫ ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି । ଏହିପରି ମୋଟ୍ ୯୩ ହଜାର ୯୦୦ ଟଙ୍କା ଜୋରିମାନା ଆଦାୟ କରାଯାଇଛି ।
Related Stories
November 24, 2024
November 24, 2024