ନୂଆଦିଲ୍ଲୀ- ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୮,୪୪,୩୮୨ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା, ୧୨,୭୪,୮୦,୮୬ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛି ।
Related Stories
March 29, 2024