
ବ୍ରହ୍ମପୁର:ଆଜି ଗଂଜାମ ଜିଲ୍ଲା କଂଗ୍ରେସ ପକ୍ଷରୁ ସଭାପତି ଶ୍ରୀ ରମେଶ ଚନ୍ଦ୍ର ଜେନା ଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ସ୍ଥିତ ବପୁଜି ଆଶ୍ରମ ଠାରେ ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ପ୍ରିୟଦର୍ଶିନୀ ଇନ୍ଦିରା ଗାନ୍ଧୀ ଜୀ ଙ୍କ ୧୦୩ ତମ ଜନ୍ମଜୟନ୍ତୀ ବହ୍ମପୁର ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ସୃତି ଚାରଣ କରାଯାଇ,ଫୋଟ ଚିତ୍ର ରେ ପୁଷ୍ପ ମାଲ୍ୟାପ୍ରଣ କରାଯାଇଥିଲା। ଏବଂ ପୁରୁଣା ବସ୍ଷ୍ଟାଣ୍ଡ ସ୍ଥିତ ପ୍ରତିମୃତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଇନ୍ଦିରା ଗାନ୍ଧୀ ଙ୍କ ନୀତି ଆଦର୍ଶ ରେ ଚାଲିବା କୁ ଶପଥ ନିଆଯାଇ ଥିଲା।ଏହିଅବସରରେ ଧର୍ମା ରେଡ୍ଡୀ, ବିସ୍ମୟ ମହାପାତ୍ର, ଚିନ୍ମୟ କୁମାର ହୋତା, s.ଦଣ୍ଡପାଣି ,କିଶୋର କପୁର, ଦେବାଶିଷ ମହାନ୍ତି, ସଂଗ୍ରାମ ରାଉତ,ଭବାନୀ ସାହୁ,ସୁପ୍ରଭା ଦାସ,ସିଦ୍ଧାନ୍ତ ସାହୁ,ସୁବୋଧ ସ୍ୱାଇଁ,ମହେଶ ସାହୁ,ଦିବାକର ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO