ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାର ୪ ଜଣ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାର ୩ ଜଣ ଅଛନ୍ତି । ଖୋର୍ଧା ଜିଲ୍ଲାର ୨ ଜଣ ଥିବା ବେଳେ ଭଦ୍ରକ, କଟକ, ଗଂଜାମ, ଗଜପତି, କେନ୍ଦ୍ରାପଡା. ନୟାଗଡ. ରାୟଗଡା, ସୁବର୍ଣପୁର ଜିଲ୍ଲାରୁ ଜଣେ ଜଣେ ଅଛନ୍ତିା
ଭଦ୍ରକ ଜିଲ୍ଲାର ଜଣେ ୫୮ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୪୩ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତିା ଭୁବନେଶ୍ୱର ଜଣେ ୩୨ ବର୍ଷୀୟ ପୁୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୫୪ ବର୍ଷୀୟ ମହିଳାଙ୍କ କରୋନାରେ ମୃତ୍ୟୁ ଘଟିଛି । ଗଂଜାମ ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଗଜପତି ଜିଲ୍ଲାର ଜଣେ ୬୦ ବର୍ଷୀୟ ମହିଳାଙ୍କ ମୃତ୍ୟୁ ଘଟିଛି । କେନ୍ଦ୍ରାପଡା ଜିଲ୍ଲାର ଜଣେ ୫୫ ବର୍ଷୀୟ ମହିଳାଙ୍କ କରୋନାରେ ମୃତ୍ୟୁ ହୋଇଛି । ନୟାଗଡ ଜିଲ୍ଲାର ଜଣେ ୪୪ ବର୍ଷୀୟ ପୁରୁଷଙ୍କ କରୋନାରେ ମୃତ୍ୟୁ ବରଣ କରିଛନ୍ତି । ରାୟଗଡା ଜିଲ୍ଲାର ଜଣେ ୪୧ ବର୍ଷୀୟ ମହିଳାଙ୍କ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ସମ୍ବଲପୁର ଜିଲ୍ଲାର ଜଣେ ୭୪ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସମ୍ବଲପୁର ଜିଲ୍ଲାର ୫୦ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୁବର୍ଣପୁର ଜିଲ୍ଲାର ୫୯ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛିା ସୁନ୍ଦରଗଡ ଜିଲ୍ଲାର ଜଣେ ୩୫ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେହିପରି ସୁନ୍ଦରଗଡ ଜିଲ୍ଲାର ଜଣେ ୮୭ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେହିପରି ସୁନ୍ଦରଗଡ ଜିଲ୍ଲାର ଜଣେ ୬୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୭୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।