
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୪ ଟି ମାମଲା ରୁଜୁ କରିଛି । ୨୦ ଜଣଙ୍କୁ ଗିରଫ କରା ଯାଇଥିବା ବେଳେ ୬୨୫ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୯,୬୦,୨୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।