ଓଡିଶା ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ମୃଦଳା ସିହ୍ନାଙ୍କ ବିୟୋଗରେ ଶୋକ desk November 19, 2020 ଭୁବନେଶ୍ୱର– ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଗୋଆର ପୂର୍ବତନ ରାଜ୍ୟପାଳ ତଥା ବିଜେପିର ବରିଷ୍ଠ ନେତା ଶ୍ରୀମତୀ ମୃଦଳା ସିହ୍ନାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ଗୋଆର ପୂର୍ବତନ ରାଜ୍ୟପାଳ ତଥା ବିଜେପିର ବରିଷ୍ଠ ନେତା ଶ୍ରୀମତୀ ମୃଦଳା ସିହ୍ନାଙ୍କ ବିୟୋଗରେ ସେ ଦୁଖିତ । ସେ ଶୋକ ସନ୍ତପ୍ତ ପରିବାର ପ୍ରତି ସମବେଦନା ବ୍ୟକ୍ତ କରିବା ସହ ତାଙ୍କର ଅମର ଆତ୍ମାର ସଦଗତିର କାମନା କରିଛନ୍ତି । Tags: Governer Continue Reading Previous: କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୦ ଗିରଫNext: ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ପକ୍ଷରୁ ଚିତ୍ରକୋଣ୍ଡା ତହସିଲଦାର ଙ୍କୁ ଦାବୀ ପତ୍ର ପ୍ରଦାନ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 13 November 2025 Important news 1 min read ଓଡିଶା Indo Kaling Times 13 November 2025 Important news December 13, 2025 ଜିଲ୍ଲା ସ୍ତରୀୟ ବାଲ୍ ବିଜ୍ଞାନ ପ୍ରଦର୍ଶନୀ ରାମହରି ନୋଡାଲ ବିଦ୍ୟାପୀଠ ଠାରେ ଅନୁଷ୍ଠିତ, ଓଡିଶା ଜିଲ୍ଲା ସ୍ତରୀୟ ବାଲ୍ ବିଜ୍ଞାନ ପ୍ରଦର୍ଶନୀ ରାମହରି ନୋଡାଲ ବିଦ୍ୟାପୀଠ ଠାରେ ଅନୁଷ୍ଠିତ, December 13, 2025 ପୁରୀରେ ନୂତନ ବିଜେପି କୃଷକ ମୋର୍ଚ୍ଚା ସଭାପତି ଶୁଭ୍ରାଂଶୁ ମୋହନ ପାଢ଼ୀଙ୍କୁ ଭବ୍ୟ ସ୍ୱାଗତ, 1 min read ଓଡିଶା ପୁରୀରେ ନୂତନ ବିଜେପି କୃଷକ ମୋର୍ଚ୍ଚା ସଭାପତି ଶୁଭ୍ରାଂଶୁ ମୋହନ ପାଢ଼ୀଙ୍କୁ ଭବ୍ୟ ସ୍ୱାଗତ, December 13, 2025